29.1 C
Bhubaneswar
Thursday, May 28, 2026
Homeଓଡିଶାବାଚସ୍ପତିଙ୍କୁ ଗାର୍ଡ ଅଫ ଅନର  

ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର  

ଭୁବନେଶ୍ୱର : ଆଜିଠୁ ବିଧାନସଭାର ବଜେଟ ଅଧିବେଶନ । ବିଧାନସଭା ପରିସରରେ ପ୍ରଥମେ ବାଚସ୍ପତି ସୁରମା ପାଢୀଙ୍କୁ  ଗାର୍ଡ ଅଫ ଅନର ଦିଆଯାଇଥିଲା । ତାପରେ ବିଧାନସଭା ଗୃହକୁ ପ୍ରବେଶ କରିଥିଲେ । ଏଥର ଦୁଇଟି ପର୍ଯ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking