21.1 C
Bhubaneswar
Wednesday, February 4, 2026
Homeଓଡିଶାଡିସେମ୍ବର ୧ରେ ଖୋଲିବ ଗୁଣ୍ଡିଚା ମନ୍ଦିର

ଡିସେମ୍ବର ୧ରେ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ: ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ସୂଚନା ଦେଇ ଜିଲ୍ଲାପାଳ କହିଛନ୍ତି ଯେ ଗୁଣ୍ଡିଚା ମନ୍ଦିର ନିକଟରୁ ହଟିଛି ଜବରଦଖଲ । ଭକ୍ତଙ୍କ ପାଇଁ ହୋଇଛି ବ୍ୟବସ୍ଥା । ଗୁଣ୍ଡିଚା ମନ୍ଦିରର ପରିଚାଳନା କରିବ ଶ୍ରୀମନ୍ଦିର ପ୍ରଶାସନ । ଟିକେଟ ଦର୍ଶନ ବ୍ୟବସ୍ଥା ହେବ ନା ନାହିଁ ପରେ ନିଷ୍ପତ୍ତି ନିଆଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking