20.1 C
Bhubaneswar
Thursday, February 19, 2026
Homeଓଡିଶାଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା ସହରରେ ଫୁଟିଲା ଗୁଳି

କଳାହାଣ୍ଡି: କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ ଯୁବକ ଗୁଳିକାଣ୍ଡ ଘଟାଇଥିବା ସୂଚନା ମିଳିଛି। ଏହି ଘଟଣାରେ ୩ ଜଣ ଯୁବକଙ୍କୁ ଟାଉନ ଥାନା ପୋଲିସ ଅଟକ ରଖି ପଚରାଉଚରା କରିବା ସହ ସେମାନଙ୍କଠାରୁ ଦୁଇ ମାଉଜର ଜବତ କରିଥିବା ଜଣାପଡ଼ିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking