34.1 C
Bhubaneswar
Friday, March 29, 2024
Homeଓଡିଶାବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ

ଭୁବନେଶ୍ଵର : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking