26.1 C
Bhubaneswar
Sunday, January 18, 2026
Homeଓଡିଶାଘର ଭିତରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଘର ଭିତରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବରଗଡ: ବରଗଡ ଜିଲ୍ଲାରେ ଅଭାବନୀୟ ଘଟଣା । ଘର ଭିତରୁ ମିଳିଲା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ବରଗଡଉମା ଟକିଜ୍ ନିକଟସ୍ଥ ଏକ ଘରୁ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking