କଟକ: ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଆରମ୍ଭ ହୋଇଯାଇଛି । ୪ ଟାରେ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଥିଲା । ମାତ୍ର ଅଧଘଣ୍ଟା ମଧ୍ୟରେ ୨ ଓ ୪ ନମ୍ବର ଏହି ଦୁଇଟି ଗ୍ୟାଲେରିର ଟିକେଟ ବିକ୍ରି ହୋଇ ସାରିଛି । ମାତ୍ର ଅଧଘଣ୍ଟା ମଧ୍ୟରେ ୨ ଓ ୪ ନମ୍ବର ଏହି ଦୁଇଟି ଗ୍ୟାଲେରିର ଟିକେଟ ବିକ୍ରି ହୋଇସାରିଛି ।









