ମାଲକାନଗିରି : ନିଖୋଜ ୨ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । କାଳିମେଳା ଥାନା ଏମ ଭି ୪୧ ଗାଁ ନିକଟ ଜଙ୍ଗଲରୁ ମୃତଦେହ ଉଦ୍ଧାର କରାଯାଇଛି । ୨ ଦିନ ହେଲା ନିଖୋଜ ନେଇ ପରିବାର ପକ୍ଷରୁ ଏତଲା ହୋଇଥିଲା ା ଆଜି ସକାଳୁ ଏକ ଗଛରୁ ଦୁହିଁଙ୍କ ମୃତଦେହ ଉଦ୍ଧାର କରାଯାଇଛି । କାପରେ ପୋଲିସ ତଦନ୍ତ କରି ଛାନଭିନ କରୁଛି ।