27.1 C
Bhubaneswar
Sunday, July 13, 2025
Homeଓଡିଶାଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ:  ବନ୍ଦ ଘରୁ ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମାହାଙ୍ଗା ଥାନା ଖନ୍ଦୋଳ ଗାଁର ଏକ ଭଡା ଘରୁ ମୃତଦେହ ଉଦ୍ଧାର ହୋଇଛି ।  ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଯୁବତୀ ଜଣଙ୍କ ଏଏନଏମ ଥିବା ସୂଚନା ମିଳିଛି । ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି ।  ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking