31.1 C
Bhubaneswar
Sunday, May 17, 2026
Homeଓଡିଶାଯବାନଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ଅଭିଯୋଗ

ଯବାନଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ଅଭିଯୋଗ

ବଲାଙ୍ଗୀର : ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଘସିଆନ ଗାଁ ନିକଟ ଏକ ଗଛରୁ ଜଣେ ଯବାନଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ରବିବାର ପୁଲିସ ଜବତ କରିଛି। ଯବାନ ଜଣକ ହେଲେ ଗଣେଶରାମ ଭୋଇ ଏବଂ ସେ କେନ୍ଦ୍ରୀୟ ସଂରକ୍ଷିତ ପୁଲିସ ବଳ(ସିଆରପିଏଫ)ରେ ନିଯୁକ୍ତ ଥିଲେ। ଛୁଟି କାଟିବାକୁ ସେ ଗାଁକୁ ଆସିଥିବାବେଳେ ଗତ ଶୁକ୍ରବାରଠାରୁ ନିଖୋଜ ଥିଲେ। ରବିବାର ତାଙ୍କ ମୃତଦେହ ମିଳିବା ପରେ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ଯବାନଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking