28.1 C
Bhubaneswar
Monday, September 30, 2024
Homeଓଡିଶାରାଜଧାନୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜଧାନୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ଠାବ ହେଲଶ ଯୁବକଙ୍କ ଝୁଲନ୍ତା ମୃତଦେହ । ଭୁବନେଶ୍ୱର କଳିଙ୍ଗନଗର ଅଞ୍ଚଳରେ ଏକ ଘରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଠାବ । କଳିଙ୍ଗନଗର କେ-୭ ରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ବୟସ ୨୭ ବର୍ଷ ବୋଲି ଜଣାପଡ଼ିଛି ଏବଂ ସେ ମିସ୍ତ୍ରୀ ଭାବେ କାମ କରୁଥିଲେ । ତେବେ ଘଟଣାସ୍ଥଳରେ ଭରତପୁର ଥାନା ପୋଲିସର ତଦନ୍ତ ଜାରୀ ରଖିଛି ।

ହଜିଗଲା ମାନବିକତା,୨୦ଦିନ ଷଣ୍ଢ କୁ ବାନ୍ଧି ରଖିଲେ ଜମି ମାଲିକ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking