22.1 C
Bhubaneswar
Friday, December 5, 2025
Homeଓଡିଶାକ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି। ତାଙ୍କ ନାମ ପରମାନନ୍ଦ ନାୟକ। ଏକ ଗାମୁଛାରେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଶନିବାର ଦେଖିବାକୁ ମିଳିଥିଲା। ପରମାନନ୍ଦ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking