19.1 C
Bhubaneswar
Saturday, February 7, 2026
Homeଦେଶ ବିଦେଶଟଳିଲା ହାର୍ଡକୋର୍ ମହିଳା ମାଓବାଦୀ!

ଟଳିଲା ହାର୍ଡକୋର୍ ମହିଳା ମାଓବାଦୀ!

ମାଲକାନଗିରି: ଓଡ଼ିଶା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲାର ଗୁଫଡ଼ି ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲବାଦୀଙ୍କ ମଧ୍ୟରେ ଗୁଳିବିନିମୟ। ସୁରକ୍ଷାକର୍ମୀଙ୍କ ଗୁଳିରେ ହାର୍ଡକୋର୍ ମହିଳା ମାଓବାଦୀ ମୃତ। ଓଡ଼ିଶା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲାର ଗୁଫଡ଼ି ଜଙ୍ଗଲରେ ନିହତ। ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ସହ ବିପୁଳ ପରିମାଣର ମାଓ ସମଗ୍ରୀ ଜବକ। ମୃତ ମହିଳା ମାଓବାଦୀଙ୍କ ନାଁରେ ଥିଲା ୫ ଲକ୍ଷର ପୁରସ୍କାର ରାଶି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking