33.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ହରସିମରତ କୌର

ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ହରସିମରତ କୌର

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ହରସିମରତ କୌର ଗୁରବାର ଦିନ କ୍ୟାବିନେଟରେ ହେଉଥିବା କୃଷି ସମ୍ବନ୍ଧିତ ବୈଠକରେ ତିନି ବିଧାୟକଙ୍କୁ ବିରୋଧ କରି ଇସ୍ତଫା ଦେଇଛନ୍ତି । ଶିରୋମଣି ଅକିଲ ଦଳୂ ତରଫରୁ ମୋଦୀ ସରକାରରେ ହରସିମରତ ଏକ ମାତ୍ର ପ୍ରତିନିଧି ଥିଲେ ।ହରସିମରତଙ୍କ ସ୍ଥାନରେ ନରେନ୍ଦ୍ର ସିଂହ ତୋମାରଙ୍କୁ ଦିଆଯାଇଛି ଅତିରିକ୍ତ ଦାୟିତ୍ୱ ।
ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଭାବେ ତୋମାରଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।ତେବେ ଗତକାଲି କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ହରସିମରତ।ଅନ୍ୟପଟେ ହରସିମରତ କୌର ବାଦଲଙ୍କ ଇସ୍ତଫା ଗୃହୀତ ହାଇଛି । ହରସିମରତଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଇସ୍ତଫାପତ୍ର ଗୃହୀତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking