ଭୁବନେଶ୍ୱର: ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି । ପୂର୍ୱତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନ ଯିବେ । ଧର୍ମେନ୍ଦ୍ରଙ୍କୁ ସାକ୍ଷାତ କରିବା ସହ ଆଲୋଚନା କରିବେ ।