33.1 C
Bhubaneswar
Wednesday, April 1, 2026
Homeଦେଶ ବିଦେଶହରିୟାଣା : ଜୁଲାନା ଆସନରୁ ଜିତିଲେ ଭିନେଶ ଫୋଗାଟ

ହରିୟାଣା : ଜୁଲାନା ଆସନରୁ ଜିତିଲେ ଭିନେଶ ଫୋଗାଟ

କଂଗ୍ରେସ ପ୍ରାର୍ଥୀ ତଥା ରେସଲେର୍ ଭିନେଶ ଫୋଗାଟ ଜିତିଛନ୍ତି ବିଧାନସଭା ନିର୍ବାଚନ। କୁସ୍ତି ମୈଦାନ ପରେ ରାଜନୀତି ମୈଦାନରେ ବି ଭିନେଶଙ୍କୁ ମିଳିଛି ବଡ଼ ସଫଳତା। ହରିୟାଣାର ଜୁଲାନା ଆସନରୁ ବିଜୟୀ ହୋଇଛନ୍ତି ଭିନେଶ ଫୋଗାଟ। ନିର୍ବାଚନ କମିଶନଙ୍କ ରିପୋର୍ଟ ଅନୁସାରେ, ୬,୦୦୦ ଭୋଟ୍ ବ୍ୟବଧାନରେ ଜିତିଛନ୍ତି ଭିନେଶ। ତୃତୀୟ ଥର ପାଇଁ ରାଜ୍ୟରେ ଶାସନ କରିବାକୁ ଯାଉଥିବା ବିଜେପି ପକ୍ଷରୁ ଭିନେଶଙ୍କ ପ୍ରତିପକ୍ଷ ଥିଲେ ଯୋଗେଶ କୁମାର। ପ୍ରଥମ ରାଉଣ୍ଡରୁ ଭିନେଶ ତାଙ୍କୁ ପଛରେ ପକାଇ ଆଗେଇ ଚାଲିଥିଲେ। ଶେଷରେ ୬ ହଜାର ମାର୍ଜିନ ସହ ଜୁଲାନର ବିଧାୟିକା ହୋଇଛନ୍ତି ଭିନେଶ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking