35 C
Bhubaneswar
Friday, June 26, 2026
Homeଓଡିଶାହାବିଲଦାରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ : ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ଜିଲ୍ଲା ୬ ନମ୍ବର ବାଟାଲିଅନର ବାରାକରେ ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାବିଲଦାର ଜଣଙ୍କ ହେଲେ ତ୍ରିଲୋଚନ ସେଠୀ। ଆଜି ସକାଳେ ଜଣେ କର୍ମଚାରୀ ବାରାକରେ ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଦେଖି ଅନ୍ୟ କର୍ମଚାରୀଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲା।ଚାଉଳିଆଗଞ୍ଜ ପୁଲିସ ଘଟଣାର ତଦନ୍ତ କରୁଛି। ଏଥିସହ ମୃତ ହାବିଲଦାରଙ୍କ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ ସେମାନଙ୍କୁ ପଚରାଉଚରା କରୁଛି । ହାବିଲଦାରଙ୍କର କିପରି ମୃତ୍ୟୁ ଘଟିଲା, ମୃତ୍ୟୁ ପଛରେ କ’ଣ କାରଣ କରିଛି, ତାଙ୍କୁ ହତ୍ୟା କରାଯାଇଛି ନା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking