‘ଯାହାର କେହି ନାହିଁ, ତା ପାଖରେ ମୋଦି ଅଛି’

ସମ୍ବଲପୁର : ସମ୍ବଲପୁର ରେମେଡ୍‌ ସଭାରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ । ବିଜେପି ସରକାର ଲଗାତାର ଆପଣଙ୍କ ସୁବିଧା ପାଇଁ କାମ କରୁଛି। ଆପଣଙ୍କ ରୋଜଗାର ବଢ଼ିବ, ଖର୍ଚ୍ଚ କମିବ, ଆମ ପ୍ରାଥମିକତା। ଦେଶବାସୀଙ୍କ ବିଜୁଳି ବିଲ୍‌ ଶୂନ ହେବା ଆମର ଲକ୍ଷ୍ୟ । ରୁଫ୍‌ଟପ୍‌ ସୋଲାର ଯୋଜନାରେ ରୋଜଗାର ସମ୍ଭାବନା ବଢ଼ିବ। ଓଡ଼ିଶା ସୂର୍ଯ୍ୟ ଭଗବାନଙ୍କ ରାଜ୍ୟ, ଏଠି ସୋଲାର ଚମକିବ। ଆଶା, ଅଙ୍ଗନବାଡ଼ି କର୍ମୀ ଆୟୁଷ୍ମାନ ଭାରତରେ ସାମିଲ ହେବେ। ଓଡ଼ିଶାର ୬୦ ଲକ୍ଷ ପରିବାରକୁ … Continue reading ‘ଯାହାର କେହି ନାହିଁ, ତା ପାଖରେ ମୋଦି ଅଛି’