28.1 C
Bhubaneswar
Thursday, May 2, 2024
Homeଦେଶ ବିଦେଶପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଆସୁନି ସୁଧାର

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଆସୁନି ସୁଧାର

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନି। ଏବେ ସୁଦ୍ଧା ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି। ଦିଲ୍ଲୀ ଛାବନୀ ସ୍ଥିତ ସୈନ୍ୟ ରିସର୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ଏନେଇ ସୂଚନା ଦେଇଛି।
ହସ୍ପିଟାଲ ସୂଚନାନୁଯାୟୀ, ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଆଜି ସକାଳ ସୁଦ୍ଧା କୌଣସି ପରିବର୍ତ୍ତନ ହୋଇନାହିଁ। ସେ ଏବେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ବିଶେଷଜ୍ଞଙ୍କ ଏକ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି।
ସୂଚନାନୁଯାୟୀ, ଗତ ୧୦ ତାରିଖରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସୈନ୍ୟ ରିସର୍ଚ ଆଣ୍ଡ ରେଫରାଲ ହସ୍ପିଟାଲରେ ତାଙ୍କର ବ୍ରେନ ସର୍ଜରୀ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking