ଭୁବନେଶ୍ୱର: ବଦଳିଲେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ । ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ । ବିଜୟ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ମିଳିଛି । ରୂପଭାନ ମିଶ୍ର ହେଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ । ରାଜଶ୍ରୀ ପଟ୍ଟନାୟକ ହେଲେ ନର୍ସିଂ ବିଭାଗ ନିର୍ଦ୍ଦେଶକ ।