31.1 C
Bhubaneswar
Thursday, August 6, 2026
Homeଓଡିଶାସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା : ଅନୁଧ୍ୟାନ କରିବେ ସରକାର

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା : ଅନୁଧ୍ୟାନ କରିବେ ସରକାର

ଭୁବନେଶ୍ୱର: ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ୱ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । କହିଛନ୍ତି, ସରକାର ଅନୁଧ୍ୟାନ କରିବେ । ଏବାବଦରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ହୋଇଛି । ଯଦି କିଛି ସମସ୍ୟା ହେବ ତାହାକୁ ସମାଧାନ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking