31.1 C
Bhubaneswar
Tuesday, March 17, 2026
Homeଓଡିଶାସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ନବୀନ

ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ନବୀନ

ଭୁବନେଶ୍ୱର: ଏସସିବି ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ନବୀନ । କହିଲେ ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଏହି ଘଟଣାରେ ତତ୍କାଳୀନ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ । ତେଣୁ ଆଜିର ଏହି ଘଟଣା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ । ଏପଟେ ସମାନ ପ୍ରସଙ୍ଗକୁ ନେଇ ଚାଲିପାରୁନି ବିଧାନସଭା ଗୃହକାର୍ଯ୍ୟ । ବିରୋଧୀ ମଧ୍ୟ ଗୃହରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଅଡି ବସିଛନ୍ତି । ଏନେଇ ଚାଲିପାରୁନି ଗୃହ । ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ବାରମ୍ବାର ମୁଲତବୀ ଘୋଷମା କରୁଛନ୍ତି । ପ୍ରଥମେ ୧୨ ଟା ଯାଏଁ ମୁଲତବୀ କରିଥିଲେ ପରେ ୪ଟା ଯାଏଁ ମୁଲତବୀ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking