31.1 C
Bhubaneswar
Saturday, August 8, 2026
Homeଓଡିଶା୧୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

୧୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର : ଆସନ୍ତା ୧୦ତାରିଖ, ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବନି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking