24.1 C
Bhubaneswar
Wednesday, May 6, 2026
Homeଓଡିଶା୨୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

୨୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖ,ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking