29.5 C
Bhubaneswar
Saturday, August 1, 2026
Homeଓଡିଶାଆସନ୍ତା ୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତା ୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking