ଭୁବନେଶ୍ୱର: ଆସନ୍ତା ସୋମବାର ଜାନୁଆରୀ ୧୯ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ“ଜନଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର‘ଜନଅଭିଯୋଗ ଶୁଣାଣି’ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।










