ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ କରାଯାଇଛି । ଭୁବନେଶ୍ୱର ୟୁନିଟ୍ – ୫ ସ୍ଥିତ ପ୍ରକୋଷ୍ଠରେ ଶୁଣାଣି ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି ।