43.9 C
Bhubaneswar
Friday, April 19, 2024
Homeଓଡିଶା୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ

୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇପାରେ । ଗ୍ରୀଷ୍ମ ପ୍ରବାହ ନେଇ ଏପ୍ରିଲ ୨ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଂଜ, ଦେବଗଡ, ବରଗଡ, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ରହିଛି ।
୨ରୁ ୩ ତାରିଖ ମଧ୍ୟରେ ଗଂଜାମ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କୋରାପୁଟ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ସେହି ସମୟରେ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking