33.1 C
Bhubaneswar
Thursday, June 5, 2025
Homeଓଡିଶାରାଜ୍ୟରେ ବଢୁଛି ତାତି: ୨ରୁ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ

ରାଜ୍ୟରେ ବଢୁଛି ତାତି: ୨ରୁ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାତି । ଆଗାମୀ ୨ରୁ ୩ ଦିନ ମଧ୍ୟରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବ । ଏନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ଆଗାମୀ ୩ରୁ ୪ ଦିନ ଯାଏ ରାଜ୍ୟକୁ ଶୁଷ୍କ ଏବଂ ଉତ୍ତପ୍ତ ବାୟୁ ପ୍ରବାହ ସମ୍ଭାବନା ରହିଛି ।

ଫଳରେ ରାଜ୍ୟରେ ୨ରୁ ୩ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୧୫ ଓ ୧୬ ତାରିଖରେ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଗତକାଲି ୩୭ ଡିଗ୍ରୀ ସେଲସିୟସ ଉପରେ ଥିଲା ୬ ସହର । ବୌଦ୍ଧରେ ସର୍ବାଧିକ ୩୭.୫ ଡିଗ୍ରୀ ସେଲସିୟସ ତାତି ରେକର୍ଡ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking