26.1 C
Bhubaneswar
Thursday, July 3, 2025
Homeଓଡିଶାସପ୍ତାହକ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି

ସପ୍ତାହକ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି

ଭୁବନେଶ୍ବର: ଆସନ୍ତା‌ ସପ୍ତାହ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୯ ତାରିଖରେ ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି। ୧୦ ଓ ୧୧ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଏବଂ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ରହିବ। ୧୨ରୁ ୧୪ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking