ସାଢ଼େ ୮ଟାରେ ତାତି ଛୁଇଁଲା ୩୬ ଡିଗ୍ରି

ଭୁବନେଶ୍ବର: ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ … Continue reading ସାଢ଼େ ୮ଟାରେ ତାତି ଛୁଇଁଲା ୩୬ ଡିଗ୍ରି