28.1 C
Bhubaneswar
Saturday, April 20, 2024
Homeଓଡିଶାଭୁବନେଶ୍ୱର୪ ରୁ ୫ ଦିନ ପ୍ରବଳ ବର୍ଷିବ !

୪ ରୁ ୫ ଦିନ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡିଶା ଓ ପାଶ୍ୱର୍ବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪ ରୁ ୫ ଦିନ ପ୍ରବଳ ବର୍ଷିବ । କେତେକ ସ୍ଥାନରେ ୭ ରୁ ୧୧ ସେିମ ପ ର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା । କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା । ୧୧ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷିବ । ପ୍ରବଳ ବର୍ଷା ଚାଷ ପାଇଁ ଉପ ଯୋଗୀ ହେଲେ ବି କିଛି ସ୍ଥାନ ଜଳମଗ୍ନ ଆଶଙ୍କା । ପ୍ରବଳ ବର୍ଷା ପାଇଁ କିଛି ସହରାଂଚଳରେ ଟ୍ରାଫିକ ସମସ୍ୟା ଆଶଙ୍କା । ଆସନ୍ତାକାଲି ପର୍ଯ୍ୟନ୍ତ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ଆଉ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି । ଆସନ୍ତା ୪ ରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking