27.1 C
Bhubaneswar
Thursday, April 25, 2024
Homeଓଡିଶା୨୧ ଯାଏଁ ଛେଚିବ ବର୍ଷା

୨୧ ଯାଏଁ ଛେଚିବ ବର୍ଷା

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଲଘୁଚପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏଁ ବର୍ଷା ସମ୍ଭାବନା । ଝଡ ବର୍ଷା ଲାଗି ସମୁଦ୍ର ଅଶାନ୍ତ ଥିବରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ।

ସୃଷ୍ଟିହେଲା ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଅଧିକ ଘତିଭୂତ ସମ୍ଭାବନା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking