30.1 C
Bhubaneswar
Wednesday, February 11, 2026
Homeଓଡିଶା୩ ଘଣ୍ଟା ପ୍ରବଳ ବର୍ଷିବ

୩ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ବର : ୩ ଘଣ୍ଟା ପ୍ରବଳ ବର୍ଷିବ । ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଗଞ୍ଜାମ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ବିନ୍‌ସିଟି କଟକ ଓ ଭୁବନେଶ୍ବର ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking