24.1 C
Bhubaneswar
Tuesday, February 10, 2026
Homeଓଡିଶା୨୪ରୁ ୨୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା!

୨୪ରୁ ୨୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା!

ଭୁବନେଶ୍ୱର: ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ । ୨୪ ଘଣ୍ଟା ମଧ୍ୟରେ ଅବପାତ ହେବ । କାଲିଠାରୁ ଆରମ୍ଭ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବାର ଆଶଙ୍କା ରହିଛି । ଏବେଠାରୁ ଭ୍ୟଭୀତ ହେବାର କୌଣସି କାରଣ ନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking