29.1 C
Bhubaneswar
Friday, July 19, 2024
Homeଓଡିଶାକୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା

କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା

କୋରାପୁଟ: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ୨୪ ଘଣ୍ଟାରେ ରାଜ୍ୟରେ ୨୩.୭ ମିମି ବର୍ଷା ହୋଇଥିବାର ରେକର୍ଡ ହୋଇଛି । ସ୍ୱାଭାବିକ ବର୍ଷା ୬.୯ ତୁଳନାରେ ୨୪୨% ଅଧିକ ବର୍ଷା ହୋଇଛି । କୋରାପୁଟ ସହରରେ ସର୍ବାଧିକ ୧୬୮ ମିଲିମିଟର ବର୍ଶା ରେକର୍ଡ ହୋଇଥିବା ଜଣାପଡିଛି । ନନ୍ଦପୁରରେ ୧୩୭, ସେମିଳିଗୁଡା ୧୦୩,ଜୟପୁର ୧୦୦.୮ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking