26.1 C
Bhubaneswar
Sunday, December 7, 2025
Homeଓଡିଶାଆଗାମୀ ୩ ଘଣ୍ଟା ଭିତରେ ପ୍ରବଳ ବର୍ଷା: ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୩ ଘଣ୍ଟା ଭିତରେ ପ୍ରବଳ ବର୍ଷା: ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର ୧୨ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking