22.1 C
Bhubaneswar
Friday, February 13, 2026
Homeଓଡିଶା୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ନାହିଁ ପାଗରେ ପରିବର୍ତ୍ତନ। ଆଜି ତୁହାକୁ ତୁହା ବୃଷ୍ଟିପାତ।  ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।ବାକି ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ହଳଦିଆ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking