ଆଜି ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଆଗାମୀ ୨ ଦିନ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ଲଘୁଚାପ କ୍ଷେତ୍ର ଜାରି ରହିବ। ଏହାର ପ୍ରଭାବରେ … Continue reading ଆଜି ରାଜ୍ୟରେ ପ୍ରବଳ ବର୍ଷା