27.1 C
Bhubaneswar
Thursday, April 25, 2024
Homeଓଡିଶାଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ଵର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ଦୁଇ ଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୮ ତାରିଖ ଦିନ ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଏବଂ ୧୯ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking