14.1 C
Bhubaneswar
Sunday, December 7, 2025
Homeଓଡିଶାପୁଣି ଆସୁଛି ବଡ଼ ବର୍ଷା !

ପୁଣି ଆସୁଛି ବଡ଼ ବର୍ଷା !

ଭୁବନେଶ୍ୱର :ପୁଣି ଆସୁଛି ବଡ଼ ବର୍ଷା । ଗୋଟିଏ ଲଘୁଚାପ ପ୍ରଭାବ ନସରୁଣୁ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉଏକ ଲଘୁଚାପ । ଆସନ୍ତା ୨୨ରୁ ୨୪ ତାରିଖ ମଧ୍ଯରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଫଳରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ୨୬ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ। ୨୪ ଓ ୨୫ ତାରିଖରେ ଲଘୁଚାପରେ ରହିବ ଅଧିକ ପ୍ରଭାବ।  ୧୯ ତାରିଖରେ ୨୦ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ଥିବା ବେଳେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ବେଳେ ପୁଣି ଆସନ୍ତା ୨୪ତାରିଖ ବେଳକୁ ଆସୁଛି ଆଉଏକ ଲଘୁଚାପ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking