ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡିଶାରେ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆଞ୍ଚଳିକ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ମାର୍ଚ୍ଚ ୧୦ ତାରିଖ ରାତି ୮.୩୦ ଯାଏଁ ବିଜୁଳି ଘଡଘଡି ଏବଂ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଏନେଇ … Continue reading ଆସୁଛି ବଡ ବର୍ଷା !
Copy and paste this URL into your WordPress site to embed
Copy and paste this code into your site to embed