୨୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଓଡିଶାର ଅନେକ ସ୍ଥାନରେ ମୌସୁମୀ ବର୍ଷା ଜାରି ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ଭାରି ବର୍ଷାର ସମ୍ଭାବନା ରହିଛି । ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣାଞ୍ଚଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚିଳିକ ପାଣିପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ … Continue reading ୨୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା