22.1 C
Bhubaneswar
Wednesday, December 10, 2025
Homeଓଡିଶାପ୍ରବଳ ବର୍ଷା: ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ପ୍ରବଳ ବର୍ଷା: ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ସତର୍କ କରାଇଲେ  ଏସଆରସି ।  ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ କରାଇଲେ । ମୁକାବିଲା ପାଇଁ ସତର୍କ ରହିବାକୁ ପ୍ରଶାସନକୁ ପରାମର୍ଶ ଦେଲେ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କଲେ । ଆଜି ସକାଳେ ପ୍ରବଳ ବର୍ଷାକୁ ନେଇ ମୟୁରଭଞ୍ଜ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।ଆସନ୍ତା ୧୨ ଘଣ୍ଟାରେ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କଚ୍ଚା ଘର ଥିବା ହଷ୍ଟେଲର ଅନ୍ତେବାସୀମାନଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶମାନା ଜାରି କରାଯାଇଛି ।  ମୟୁରଭଞ୍ଜକୁ ରେଡ ୱାଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking