28.1 C
Bhubaneswar
Thursday, March 28, 2024
Homeଓଡିଶାଲଘୁଚାପ ପ୍ରଭାବରେ ୯ ରୁ ୧୧ ବର୍ଷା, ୧୨ ରୁ ଶୁଖିଲା ପାଗ

ଲଘୁଚାପ ପ୍ରଭାବରେ ୯ ରୁ ୧୧ ବର୍ଷା, ୧୨ ରୁ ଶୁଖିଲା ପାଗ

ତେବେ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଅନୁଗଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି। ୧୨ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ଏବଂ ପାଗ ଶୁଖିଲା ରହିବ ବୋଲି ସୂଚନା ମିଳିଛି । online casino
5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking