29.1 C
Bhubaneswar
Sunday, May 5, 2024
Homeଓଡିଶାଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାରରେ ଏବେ ବି ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଆଜିଠୁ ବର୍ଷା ପରିମାଣ ବଢ଼ିବା ନେଇ ଆଶଙ୍କା ରହିଛି । ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏଥିସହ ୧୪ ଜିଲ୍ଲାରେ ହୋଇପାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ୧୮ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୯ ଓ ୨୦ ତାରିଖରେ ବହୁ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking