23.1 C
Bhubaneswar
Sunday, March 22, 2026
Homeଓଡିଶା୧୧ ଜିଲ୍ଲାରେ ପ୍ରବଳ ବର୍ଷିବ !

୧୧ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ। ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking