25.1 C
Bhubaneswar
Saturday, February 7, 2026
Homeଓଡିଶାଆହୁରି ରାଜ୍ୟରେ ୨୪ ଘଣ୍ଟା ପ୍ରବଳ ବର୍ଷିବ

ଆହୁରି ରାଜ୍ୟରେ ୨୪ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ବର : ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ପ୍ରବଳ ଗୁଳୁଗୁଳିତିରୁ ଗତ କିଛିଦିନ ହେବ ମିଳିଛି ଆଶ୍ବସ୍ତି । ଏହାରି ଭିତରେ ବର୍ଷା ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା ବର୍ଷାର ସର୍ବାଧିକ ପ୍ରଭାବ ରହିବ । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଝଡ଼ ପବନ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ।  ୮ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାରି ଦିନ ଯାଏ ବର୍ଷା ସମ୍ଭାବନା ରହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking