29.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗ୪ ଜିଲ୍ଲାରେ ପ୍ରବଳୁ ଅତି ପ୍ରବଳ ବର୍ଷା

୪ ଜିଲ୍ଲାରେ ପ୍ରବଳୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୪ଟି ଜିଲ୍ଲା ହେଉଛି- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ ଓ କେନ୍ଦୁଝର । ସେହିପରି ଆଉ ୧୧ଟି ଜିଲ୍ଲାରେ ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହି ୧୧ଟି ଜିଲ୍ଲା ହେଉଛି- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ନୂଆପଡା, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ମୟୂରଭଞ୍ଜ ଓ ଅନୁଗୁଳ । ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking