28.1 C
Bhubaneswar
Saturday, April 27, 2024
Homeଓଡିଶାଆସନ୍ତା ୨ ଦିନ ଧୁମ୍ ଛେଚିଵ

ଆସନ୍ତା ୨ ଦିନ ଧୁମ୍ ଛେଚିଵ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ୨ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଏହାପରେ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ନାହିଁ। ଆସନ୍ତା ଦୁଇ ଦିନ ରାଜ୍ୟରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସହ ରାଜ୍ୟର ଅନ୍ୟ ସ୍ଥାନରେ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି । କିନ୍ତୁ ୨୪ ତାରିଖଠାରୁ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଦେବଗଡ଼, ସମ୍ବଲପୁର ଓ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ପୁଣି ୨୩ ତାରିଖ ଦିନ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking