33.4 C
Bhubaneswar
Monday, July 13, 2026
Homeଓଡିଶା୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଆଜି ବିଭିନ୍ନ ଜିଲାରେ ବର୍ଷା ସହିତ ଗୁଳୁଗୁଳି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ଓ୍ବାର୍ନିଂ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking